ମଙ୍ଗଳବାର ବିଳମ୍ବିତ ରାତିରେ ଦେବଗଡ ପ୍ରଧାନପାଟ ରାସ୍ତାରେ ଥିବା ଭାରତ ଫାଇନାନ୍ସ ଅଫିସ ସମ୍ମୁଖରେ ମହିଳା ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା। ମୃତ ମହିଳା ଜଣକ ସମ୍ବଲପୁର ଜିଲା କୁଚିଣ୍ଡା ଅଞ୍ଚଳର ରୀତା ସାହୁ ବୋଲି ଜଣାପଡିଛି। dharitri.com/killing-of-fem… #Pradhanpat #Deogarh #Odisha
0
1
5
111
0
Download Image